ଘରୋଇ ବସ୍ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ବସ୍ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ ଘରୋଇ ବସ୍ ଚଳାଚଳ କରିବ।

🇹🇭🇪 🇮🇳🇫🇴🇷🇲🇦🇹🇮🇴🇳 🇲🇪🇩🇮🇦
V̲A̲S̲U̲N̲D̲H̲A̲R̲A̲ I̲N̲F̲O̲R̲M̲A̲T̲I̲O̲N̲ A̲N̲D̲ M̲E̲D̲I̲A̲ G̲R̲O̲U̲P̲