ଗଛରେ ପିଟି ହୋଇ ମୋଟରସାଇକେଲ ଚାଳକ ମୃତ।

Spread the love

ଗଛରେ ପିଟି ହୋଇ ମୋଟରସାଇକେଲ ଚାଳକ ମୃତ।

ହିଞ୍ଜିଳି ଥାନା ଅର୍ନ୍ତଗତ କଞ୍ଚୁରୁ ଦୁର୍ବନ୍ଧ ରାସ୍ତାରେ ଶଙ୍କର ବେହେରା ନାମକ ଜଣେ ଯୁବକ ମୋଟରସାଇକେଲ ରେ ଯିବା ବେଳେ ଗଛରେ ପିଟି ହୋଇ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଛି। ମୃତ ଯୁବକ ର ଘର ହିଞ୍ଜିଳି ସହର କେଉଟ ସାହି ଓ କୌଣସି କାମରେ ଆସିଥିବା ବେଳେ ଦୁର୍ଘଟଣାର ସମ୍ମୁଖିନ ହୋଇଛି। ଖବର ପାଇ ପରିବାର ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ମୋଟରସାଇକେଲ ଓ ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।