ନଭେମ୍ବର-ଡିସେମ୍ବରରେ ଓଡିଶା ଗସ୍ତରେ ରାହୁଲ ଗାନ୍ଧୀ, ହେବ ବିଶାଳ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଆସନ୍ତା ନଭେମ୍ବର ଓ ଡିସେମ୍ବର ମାସରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଗସ୍ତ କରିବେ। ଏହି ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଡ଼ କାର୍ଯ୍ୟକ୍ରମ ହେବାକୁ ଯାଉଛି। କାର୍ଯ୍ୟକ୍ରମରେ ଭୋଟ ଚୋରି, ଗରିବୀ, ନାରୀ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ…
