ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ, ୩୫ ଡାକ୍ତରଖାନାରେ ଭର୍ତ୍ତି
ବୈପାରିଗୁଡ଼ା: କୋରାପୁଟଜିଲ୍ଲା ବୈପାରିଗୁଡ଼ା ବ୍ଲକର ଶିରିବେଡା ପିଏମଶ୍ରୀ ବିଦ୍ୟାଳୟ ହଷ୍ଟେଲର ୩୫ ଜଣ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିବାରୁ ବୈପାରିଗୁଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁଯାୟୀ,…
