HomeLatest NewsIndiaଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ July 23, 2025byadmin ଭୁବନେଶ୍ୱର,୨୩ା୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍ ଚାନ୍ସେଲର(VC) ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର ହୋଇଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ମାମଲା ଦାୟର କରିଥିଲେ।
ଖସିଯିବେ ସମୀର ସାର୍! ICC ରିପୋର୍ଟରେ ସାଂଘାତିକ ଖୁଲାସା, ଫିଟିଗଲା ବାଟ… ବାଲେଶ୍ବର :ଏଫଏମ କଲେଜର ଛାତ୍ରୀ ମୃତ୍ୟୁ ମାମଲାରେ ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ କଲେଜର ଅଧ୍ୟାପକ ସମୀର ସାହୁ ଗିରଫ ହୋଇଥିବା ବେଳେ…
ପ୍ରୟାଗରାଜରେ ସନ୍ଥ ଶାସନ କଳକୁ ଅବିମୁକ୍ତେଶ୍ୱରାନନ୍ଦଙ୍କ ‘ଅହଂକାରୀ’ ଆକ୍ଷେପ; ପାଲଟା ଜବାବ ଦେଲେ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ପ୍ରୟାଗରାଜ: ଉତ୍ତରପ୍ରଦେଶର ପବିତ୍ର ପ୍ରୟାଗରାଜ ମାଘ ମେଳା ଏବେ ଆଧ୍ୟାତ୍ମିକତା ବଦଳରେ ଦୁଇ ପ୍ରମୁଖ ସନ୍ଥଙ୍କ ବିବାଦକୁ ନେଇ ଚର୍ଚ୍ଚାରେ। ଜ୍ୟୋତିଷ ପୀଠର ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ଏବଂ…
Odisha Shutdown: ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ: ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ…