ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ

ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ପୁଣି ପୁଲିସପକ୍ଷରୁ ଏକ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି ହୋଇଛି।